Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 28:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ ନଗରରେ ଧନ୍ୟ ହେବ ଓ କ୍ଷେତ୍ରରେ ଧନ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ ନଗରରେ ଧନ୍ୟ ହେବ ଓ କ୍ଷେତ୍ରରେ ଧନ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ ନଗରରେ ଧନ୍ୟ ହେବ ଓ କ୍ଷେତ୍ରରେ ଧନ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

3 “ତୁମ୍ଭେମାନେ ଏହି ନଗରରେ ଆଶୀର୍ବାଦ ପ୍ରାପ୍ତ ହେବ ଓ କ୍ଷେତ୍ରରେ ମଧ୍ୟ ଆଶୀର୍ବାଦ ପ୍ରାପ୍ତ ହେବ।

Gade chapit la Kopi




ଦ୍ଵିତୀୟ ବିବରଣ 28:3
15 Referans Kwoze  

ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।


ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”


ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।


ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;


ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍‍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ।


ତୁମ୍ଭେ ନଗରରେ ଶାପଗ୍ରସ୍ତ ହେବ ଓ କ୍ଷେତ୍ରରେ ଶାପଗ୍ରସ୍ତ ହେବ।


ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।


Swiv nou:

Piblisite


Piblisite