ଦ୍ଵିତୀୟ ବିବରଣ 28:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭ ଶରୀରର ଫଳ ଓ ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ। Gade chapit laଓଡିଆ ବାଇବେଲ4 ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ। Gade chapit laପବିତ୍ର ବାଇବଲ4 ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରି ବହୁ ସନ୍ତାନ ଦେବେ। ତୁମ୍ଭମାନଙ୍କୁ ଫସଲ ବେଳେ ଏବଂ ତୁମ୍ଭ ପଶୁମାନଙ୍କୁ ମଧ୍ୟ ବହୁ ଶାବକ ଦେବେ, ସେ ମଧ୍ୟ ତୁମ୍ଭମାନଙ୍କର ବାଛୁରି ଓ ମେଣ୍ଢାମାନଙ୍କୁ ଆଶୀର୍ବାଦ କରିବେ। Gade chapit la |
ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।