ଦ୍ଵିତୀୟ ବିବରଣ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ୍ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ। Gade chapit laଓଡିଆ ବାଇବେଲ10 ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ। Gade chapit laପବିତ୍ର ବାଇବଲ10 ଆମ୍ଭେମାନେ ସମତଳ ଭୂମିର ସମସ୍ତ ସହର, ସଲଖା ଓ ଇନ୍ଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲିୟଦ ଓ ସମସ୍ତ ବାଶନ୍ ଅର୍ଥାତ୍ ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।” Gade chapit la |