ଦ୍ଵିତୀୟ ବିବରଣ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି। Gade chapit laଓଡିଆ ବାଇବେଲ12 ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି। Gade chapit laପବିତ୍ର ବାଇବଲ12 “ତେଣୁ ଆମ୍ଭେମାନେ ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଆରୋୟରଠାରୁ ସେହି ସମସ୍ତ ଦେଶ ନିଜର କରଗତ କଲୁ, ସେଥିରୁ ମୁଁ ଗିଲିୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତାହାର ନଗରଗୁଡ଼ିକୁ ରୁବେନ୍ ବଂଶକୁ ଓ ଗାଦ୍ ବଂଶକୁ ଦେଲି। Gade chapit la |