Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍‍, ଓଗ୍‍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍, ଓଗ୍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧବଂଶକୁ ଦେଲି; (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍‍, ଓଗ୍‍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।

Gade chapit la Kopi

ପବିତ୍ର ବାଇବଲ

13 ମୁଁ ଗିଲିୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ ରାଜ୍ୟ ଅର୍ଥାତ ଓ‌ଗ୍‌ର ରାଜ୍ୟ, ସମୁଦାୟ ବାଶନ ସହିତ ଅର୍ଗୋବର ତାବତ୍ ଅଞ୍ଚଳ ମନଃଶିର ଅର୍ଦ୍ଧ ପରିବାରବର୍ଗ।” ଯାହାକି ରଫାୟୀୟ ଦେଶ ଭାବେ ଜଣା।

Gade chapit la Kopi




ଦ୍ଵିତୀୟ ବିବରଣ 3:13
10 Referans Kwoze  

ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍‍ରେ ଏମୀୟ ଲୋକମାନଙ୍କୁ,


ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।


ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।


ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍‍-ଯାୟୀର ରଖିଲା)।


ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।


ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।


ଯର୍ଦ୍ଦନଠାରୁ ପୂର୍ବ ଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍‍ ଓ ରୁବେନ୍‍ ଓ ମନଃଶି-ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍‍, ଗିଲୀୟଦ ଓ ବାଶନକୁ ଆଘାତ କଲା।


Swiv nou:

Piblisite


Piblisite