ଦ୍ଵିତୀୟ ବିବରଣ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା)। Gade chapit laପବିତ୍ର ବାଇବଲ (Re-edited) - (BSI)14 ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା)। Gade chapit laଓଡିଆ ବାଇବେଲ14 ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା)। Gade chapit laପବିତ୍ର ବାଇବଲ14 ମନଃଶିର ପୁତ୍ର ଯାୟୀର ଗଶ୍ୱରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର (ବାଶନର) ସମସ୍ତ ଅଞ୍ଚଳ ଅଧିକାର କଲେ। ସେହି ଅଞ୍ଚଳକୁ ତାଙ୍କ ପରେ ନାମ କରଣ କରାଗଲା, ତେଣୁ ଆଜି ପର୍ଯ୍ୟନ୍ତ ବାଶନକୁ ହବୋତ୍-ଯାୟୀର ବୋଲି ଡକାଯାଏ। Gade chapit la |