Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହି ସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହିସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହିସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭମାନଙ୍କର ସ୍ତ୍ରୀ, ତୁମ୍ଭମାନଙ୍କର ଛୋଟ ପିଲା ଏବଂ ତୁମ୍ଭର ପଶୁମାନେ ଏହିଠାରେ ବାସ କରିବେ। ମୁଁ ତୁମ୍ଭମାନଙ୍କୁ ଯେଉଁ ନଗର ଗୁଡ଼ିକ ଦେଇଛି। ମୁଁ ଜାଣେ ତୁମ୍ଭମାନଙ୍କର ଅନେକ ପଶୁ ଅଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 3:19
4 Referans Kwoze  

ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ।


ମୋଶା ଯର୍ଦ୍ଦନର ପୂର୍ବପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,


ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।


ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।


Swiv nou:

Piblisite


Piblisite