Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ଵରୂପେ ଗ୍ରହଣ କଲୁ।

Gade chapit la Kopi

ଓଡିଆ ବାଇବେଲ

7 ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।

Gade chapit la Kopi

ପବିତ୍ର ବାଇବଲ

7 କିନ୍ତୁ ଆମ୍ଭେମାନେ ସମସ୍ତ ପଶୁ ଏବଂ ନଗରରୁ ଲୁଟିତ ଦ୍ରବ୍ୟସବୁ ନିଜ ନିଜ ପାଇଁ ଗ୍ରହଣ କଲୁ।

Gade chapit la Kopi




ଦ୍ଵିତୀୟ ବିବରଣ 3:7
4 Referans Kwoze  

କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।


ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।


ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।


Swiv nou:

Piblisite


Piblisite