Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 (ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍‍ କହନ୍ତି)।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 (ସୀଦୋନୀୟମାନେ ସେହି ହର୍ମୋଣକୁ ସିରିୟୋନ୍ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର କହନ୍ତି)।

Gade chapit la Kopi

ଓଡିଆ ବାଇବେଲ

9 (ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍‍ କହନ୍ତି)।

Gade chapit la Kopi

ପବିତ୍ର ବାଇବଲ

9 ସୀଦୋନୀୟମାନେ ସେହି ହର୍ମୋଣକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର କହନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 3:9
9 Referans Kwoze  

ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।


ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍‍-ହର୍ମୋନ୍‍, ସନୀର୍‍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।


ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।


ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।


ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।


ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,


ସେୟୀରଗାମୀ ହାଲକ୍‍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍‍ଗାଦ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।


ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।


Swiv nou:

Piblisite


Piblisite