Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 30:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ, କିଅବା ଦୂରବର୍ତ୍ତୀ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

11 ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

11 “ଆଜି ମୁଁ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦେଲି ତାହା ତୁମ୍ଭମାନଙ୍କ ପାଇଁ ଅତି କଠୋର ନୁହେଁ, କିଅବା ଦୂରବର୍ତ୍ତୀ ନୁହେଁ।

Gade chapit la Kopi




ଦ୍ଵିତୀୟ ବିବରଣ 30:11
6 Referans Kwoze  

ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।


ତାହା ସ୍ୱର୍ଗରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସ୍ୱର୍ଗକୁ ଯାଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?


Swiv nou:

Piblisite


Piblisite