ଦ୍ଵିତୀୟ ବିବରଣ 30:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
2 ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
Gade chapit la Kopi
2 ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
Gade chapit la Kopi
2 ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
Gade chapit la Kopi
2 ସେହି ସମୟରେ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣମାନେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ। ଏବଂ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣ ସଦାପ୍ରଭୁଙ୍କର ବାକ୍ୟ ସମସ୍ତ ମନ ପ୍ରାଣ ଦେଇ ମାନିବ, ଯାହା ମୁଁ ଆଜି ତୁମ୍ଭକୁ ଆଜ୍ଞା ଦେଇଛି।
Gade chapit la Kopi