ଦ୍ଵିତୀୟ ବିବରଣ 30:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
5 ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ।
Gade chapit la Kopi
5 ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ।
Gade chapit la Kopi
5 ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ।
Gade chapit la Kopi
5 ସଦାପ୍ରଭୁ ତୁମ୍ଭମାନଙ୍କୁ ଆପଣା ପୂର୍ବପୁରୁଷମାନଙ୍କ ଦେଶକୁ ଫେରାଇ ଆଣି ସେହି ଦେଶସବୁ ତୁମ୍ଭମାନଙ୍କୁ ଦେବେ। ସଦାପ୍ରଭୁ ତୁମ୍ଭର ମଙ୍ଗଳ କରି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭମାନଙ୍କର ଏତେ ଲୋକ ବୃଦ୍ଧି ହେବେ ଯେ, କେବେବି ଏତେ ନ ଥିଲା।
Gade chapit la Kopi