ଦ୍ଵିତୀୟ ବିବରଣ 32:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ। Gade chapit laଓଡିଆ ବାଇବେଲ10 ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ। Gade chapit laପବିତ୍ର ବାଇବଲ10 “ସଦାପ୍ରଭୁ ଯାକୁବଙ୍କୁ ପ୍ରାନ୍ତର ଦେଶରେ ଓ ପଶୁ ବୋବାଳି ପୂର୍ଣ୍ଣ ଘୋର ମରୁଭୂମିରୁ ପାଇଲେ, ସେ ତାହାଙ୍କୁ ଗ୍ଭରିଆଡ଼କୁ ଘେରି ରଖିଲେ। ସେ ତାହାଙ୍କୁ ସୁରକ୍ଷା ଦେଲେ, ଠିକ୍ ତାଙ୍କର ମୂଲ୍ୟବାନ୍ ସମ୍ପତ୍ତି ପରି। Gade chapit la |
ପୁଣି, ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲେ; ତହିଁରେ ତାହାଙ୍କର ଜ୍ଞାନୀ ଲୋକମାନେ ଓ ତାହାଙ୍କ ଭାର୍ଯ୍ୟା ସେରଶ୍ ତାହାଙ୍କୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାଙ୍କୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।”