ଦ୍ଵିତୀୟ ବିବରଣ 32:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)21 ଯେ ପରମେଶ୍ଵର ନୁହନ୍ତି, ତାହା ଦ୍ଵାରା ସେମାନେ ଆମ୍ଭର ଅନ୍ତର୍ଜ୍ଵାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ଵାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ଵାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ଵାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ଵାରା ସେମାନଙ୍କୁ ବିରକ୍ତ କରିବା। Gade chapit laଓଡିଆ ବାଇବେଲ21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା। Gade chapit laପବିତ୍ର ବାଇବଲ21 ଯେଉଁମାନେ ଦେବତା ନୁହନ୍ତି ସେମାନଙ୍କ ସହିତ ମୋତେ ଈର୍ଷା ପରାୟଣ କଲେ। ସେମାନେ ସେମାନଙ୍କର ଅସାରତା ଦ୍ୱାରା ମୋତେ ବିରକ୍ତ କଲେ। ସେଥିପାଇଁ ମୁଁ ଇସ୍ରାଏଲକୁ ଈର୍ଷାନ୍ୱିତ କରାଇବି ସେହିମାନଙ୍କ ମାଧ୍ୟମରେ ଯେଉଁମାନେ ପ୍ରକୃତ ଜାତି ନୁହନ୍ତି। ମୁଁ ସେମାନଙ୍କୁ ମୂର୍ଖ ଗୋଷ୍ଠୀ ଦ୍ୱାରା ବିରକ୍ତ କରାଇବି। Gade chapit la |