ଦ୍ଵିତୀୟ ବିବରଣ 32:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା। Gade chapit laଓଡିଆ ବାଇବେଲ41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା। Gade chapit laପବିତ୍ର ବାଇବଲ41 ଆମ୍ଭେ ଆପଣା ବଜ୍ରତୁଲ୍ୟ ଖଡ଼୍ଗରେ ଶାଣ ଦେଲେ, ବିଗ୍ଭର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣ ବିରୁଦ୍ଧରେ ପରିଶୋଧ ନେବା। ଯେଉଁମାନେ ଆମ୍ଭକୁ ଘୃଣା କରନ୍ତି ସେମାନଙ୍କର ଦୋଷ ଅନୁଯାୟୀ ଦଣ୍ତ ଦେବା। Gade chapit la |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।