ଦ୍ଵିତୀୟ ବିବରଣ 32:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ? ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି। Gade chapit laଓଡିଆ ବାଇବେଲ6 ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି ? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି। Gade chapit laପବିତ୍ର ବାଇବଲ6 ହେ ମୂର୍ଖ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ? ସେ କି ତୁମ୍ଭର ପିତା ଏବଂ ସୃଷ୍ଟିକର୍ତ୍ତା ନୁହନ୍ତି, ସେ କି ତୁମ୍ଭର ସୃଷ୍ଟିକର୍ତ୍ତା, ନୁହନ୍ତି, ଯିଏ ତୁମ୍ଭଙ୍କୁ ସ୍ଥାପିତ କରିଛନ୍ତି। Gade chapit la |