ଦ୍ଵିତୀୟ ବିବରଣ 33:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି। Gade chapit laପବିତ୍ର ବାଇବଲ (Re-edited) - (BSI)1 ପରମେଶ୍ଵରଙ୍କ ଲୋକ ମୋଶା ଆପଣା ମୃତ୍ୟୁ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି। Gade chapit laଓଡିଆ ବାଇବେଲ1 ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି। Gade chapit laପବିତ୍ର ବାଇବଲ1 ମୋଶା ଏହି ଆଶୀର୍ବାଦମାନ ଦେଇଥିଲେ, ଯେ କି ପରମେଶ୍ୱରଙ୍କର ଲୋକ ଇସ୍ରାଏଲକୁ ମଲା ପୂର୍ବରୁ ଦେଇଥିଲେ। Gade chapit la |
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।