Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 33:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ କହିଲେ, ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।

Gade chapit la Kopi

ଓଡିଆ ବାଇବେଲ

2 ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”

Gade chapit la Kopi

ପବିତ୍ର ବାଇବଲ

2 ମୋଶା ଆଶୀର୍ବାଦ କଲେ ଏବଂ କହିଲେ, “ସଦାପ୍ରଭୁ ସୀନୟରୁ ଉଜ୍ଜ୍ୱଳ ଆଲୋକରେ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ। ସେ ଆଲୋକବର୍ତ୍ତୀକା ରୂପେ ପାରଣ ପର୍ବତରୁ ପ୍ରକାଶିତ ହେଲେ। ସେ ଦଶହଜାର ପବିତ୍ର ପ୍ରାଣୀଙ୍କ ସହିତ ଆସିଲେ। ତାହାଙ୍କ ଦକ୍ଷିଣ ହସ୍ତରୁ ଅଗ୍ନିଶିଖା ଆସିଲା।

Gade chapit la Kopi




ଦ୍ଵିତୀୟ ବିବରଣ 33:2
24 Referans Kwoze  

ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ।


ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।


ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,


ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।”


ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।


କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,


“ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ”, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରିପାରିଲେ ନାହିଁ;


ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;


ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା।


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”


କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।


ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ଲୋକମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,


ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।


ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ।


ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।


ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।


ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।


ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ।


ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।


ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।


Swiv nou:

Piblisite


Piblisite