Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 34:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ମୋଶା ସମସ୍ତ ବାହୁ ବଳ ଏବଂ ଯେଉଁସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍‍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ମୋଶା ସମସ୍ତ ବାହୁବଳ ଓ ମହାତ୍ରାସର ଯେସବୁ କର୍ମ ସମସ୍ତ ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେସବୁ ବିଷୟରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍ବକ୍ତା ସେହି ଦିନାବଧି ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ମୋଶା ସମସ୍ତ ବାହୁବଳ ଏବଂ ଯେଉଁ ସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍‍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

12 କୌଣସି ଭବିଷ୍ୟ‌ଦ୍‌ବକ୍ତା ଆଜି ପର୍ଯ୍ୟନ୍ତ ଏପରି ମହା ଆଶ୍ଚର୍ଯ୍ୟ କର୍ମମାନ କରି ନାହାନ୍ତି ଯାହା ମୋଶା କରି ଦେଖାଇଛନ୍ତି। ମୋଶାଙ୍କ ଦ୍ୱାରା ହୋଇଥିବା ସେହି ସମସ୍ତ ଆଶ୍ଚର୍ଯ୍ୟ କର୍ମମାନ ସମସ୍ତ ଇସ୍ରାଏଲ ଲୋକ ଦେଖିଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 34:12
4 Referans Kwoze  

ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟକର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।


ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହି ସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ,


ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ,


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


Swiv nou:

Piblisite


Piblisite