Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 34:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ତାଙ୍କୁ ନପ୍ତାଲିଙ୍କର ସମସ୍ତ ଭୂମି ଇଫ୍ରୟିମ ଏବଂ ମନଃଶିଙ୍କର ସମସ୍ତ ଭୂମି ଦେଖାଇଲେ। ସେ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ଯିହୁଦାର ସମସ୍ତ ଦେଶ ତାଙ୍କୁ ଦେଖାଇଲେ।

Gade chapit la Kopi




ଦ୍ଵିତୀୟ ବିବରଣ 34:2
5 Referans Kwoze  

ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।


ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।


ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।


ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ଅର୍ଥାତ୍‍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା।


Swiv nou:

Piblisite


Piblisite