Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 34:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।

Gade chapit la Kopi

ଓଡିଆ ବାଇବେଲ

8 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।

Gade chapit la Kopi

ପବିତ୍ର ବାଇବଲ

8 ଇସ୍ରାଏଲ ଲୋକମାନେ ମୋଶାଙ୍କ ପାଇଁ ତିରିଶ୍ ଦିନ ଧରି କାନ୍ଦିଲେ। ସେମାନେ ତାଙ୍କର ସମସ୍ତ ଦୁଃଖଦ ଦିନସବୁ ମୋୟାବର ସମତଳ ଭୂମିରେ କଟାଇଲେ।

Gade chapit la Kopi




ଦ୍ଵିତୀୟ ବିବରଣ 34:8
9 Referans Kwoze  

ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।


ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।


ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।


ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।


ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।


ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।


ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।


ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।


Swiv nou:

Piblisite


Piblisite