ଦ୍ଵିତୀୟ ବିବରଣ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣା ସେହି ନିୟମର ଦଶଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପ୍ରସ୍ତର ପଟାରେ ତାହା ଲେଖିଲେ। Gade chapit laଓଡିଆ ବାଇବେଲ13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ। Gade chapit laପବିତ୍ର ବାଇବଲ13 ତା'ପରେ ତୁମ୍ଭେମାନେ ତାଙ୍କର ନିୟମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିୟମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସେହି ନିୟମ ଲେଖିଲେ। Gade chapit la |