Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ।

Gade chapit la Kopi

ଓଡିଆ ବାଇବେଲ

18 କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ।

Gade chapit la Kopi

ପବିତ୍ର ବାଇବଲ

18 ଏପରି କୌଣସି ପ୍ରାଣୀର ପ୍ରତିମା ତିଆରି କର ନାହିଁ ଯାହା ଭୂମିରେ ଗୁରୁଣ୍ଡି ଗୁରୁଣ୍ଡି ଯାଏ ବା ସମୁଦ୍ରର ମାଛ ତୁଲ୍ୟ ହୋଇଥାଏ।

Gade chapit la Kopi




ଦ୍ଵିତୀୟ ବିବରଣ 4:18
4 Referans Kwoze  

ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।


କି ପୃଥିବୀସ୍ଥ କୌଣସି ପଶୁର ମୂର୍ତ୍ତି, କି ଆକାଶରେ ଉଡ଼ନ୍ତା କୌଣସି ପକ୍ଷୀର ମୂର୍ତ୍ତି,


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି।


Swiv nou:

Piblisite


Piblisite