ଦ୍ଵିତୀୟ ବିବରଣ 4:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ତଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ଵ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବଙ୍କ। Gade chapit laଓଡିଆ ବାଇବେଲ19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଉର୍ଦ୍ଧ୍ବ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ। Gade chapit laପବିତ୍ର ବାଇବଲ19 ଏପରି ସାବଧାନ ହୁଅ, ଯେତେବେଳେ ତୁମ୍ଭେମାନେ ସୂର୍ଯ୍ୟ, ଚନ୍ଦ୍ର, ତାରାଗଣକୁ ଆକାଶରେ ଦେଖ। ତୁମ୍ଭେମାନେ ସେମାନଙ୍କୁ ବିମୋହିତ ହୋଇ ପ୍ରଣାମ କରିବା ଓ ସେବା କରିବା ଉଚିତ୍ ନୁହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି। Gade chapit la |
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।