Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ। ପୁଣି ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।

Gade chapit la Kopi

ଓଡିଆ ବାଇବେଲ

21 ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋ’ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।

Gade chapit la Kopi

ପବିତ୍ର ବାଇବଲ

21 “ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମୋ’ ଉପରେ କ୍ରୋଧ ହେଲେ। ପୁଣି ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ଯେପରି ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।

Gade chapit la Kopi




ଦ୍ଵିତୀୟ ବିବରଣ 4:21
13 Referans Kwoze  

ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ପ୍ରତି କ୍ରୋଧ କରି କହିଲେ, “ତୁମ୍ଭେ ମଧ୍ୟ ସେହି ସ୍ଥାନରେ ପ୍ରବେଶ କରିବ ନାହିଁ,


ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”


ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ‘ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ।’


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।


ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;


ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭେ ସେହି ଦେଶର ଭୂମି ତିନି ଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।


ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ।


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।


ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହି ଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।


ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;


Swiv nou:

Piblisite


Piblisite