ଦ୍ଵିତୀୟ ବିବରଣ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଗ୍ରାସକାରୀ ଅଗ୍ନି, ସ୍ଵଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟନ୍ତି। Gade chapit laଓଡିଆ ବାଇବେଲ24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। Gade chapit laପବିତ୍ର ବାଇବଲ24 କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଜଣେ ଈର୍ଷାପରାୟଣ ପରମେଶ୍ୱର ଏବଂ ସେ ଅଗ୍ନି ସ୍ୱରୂପ ଧ୍ୱଂସ କରନ୍ତି, ଯେଉଁମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି। Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।