ଦ୍ଵିତୀୟ ବିବରଣ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ; Gade chapit laଓଡିଆ ବାଇବେଲ25 ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ। Gade chapit laପବିତ୍ର ବାଇବଲ25 “ତୁମ୍ଭେମାନେ ସେ ଦେଶରେ ବହୁତ ଦିନ ବସବାସ କରିବ। ସେଠାରେ ତୁମ୍ଭମାନଙ୍କର ପୁତ୍ର ଓ ନାତିମାନେ ମଧ୍ୟ ବାସ କରିବେ। ତୁମ୍ଭେମାନେ ସେଠାରେ ବିଭିନ୍ନ ପ୍ରତିମା କରି ବା ଖୋଦିତ ମୂର୍ତ୍ତି କରି ତୁମ୍ଭମାନଙ୍କର ଜୀବନଧାରାକୁ କ୍ଷୁର୍ଣ୍ଣ କରିବ। ଯେତେବେଳେ ତୁମ୍ଭେମାନେ ଏପରି କରିବ, ପରମେଶ୍ୱର ତୁମ୍ଭମାନଙ୍କ ଉପରେ କ୍ରୋଧ କରିବେ। Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”