ଦ୍ଵିତୀୟ ବିବରଣ 4:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ନିଃଶେଷ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘ ପରମାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ। Gade chapit laଓଡିଆ ବାଇବେଲ26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ। Gade chapit laପବିତ୍ର ବାଇବଲ26 ତେଣୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି, ସ୍ୱର୍ଗ ଓ ପୃଥିବୀକୁ ସାକ୍ଷୀରଖି କହୁଅଛି, ତୁମ୍ଭେମାନେ ଯଦି ଏପରି କର, ତେବେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେଉଁ ଦେଶକୁ ଯାଉଛ, ସେହି ଦେଶରୁ ଶୀଘ୍ର ସେଠାରୁ ନିଃଶେଷରୂପେ ବିନଷ୍ଟ ହେବ। ତୁମ୍ଭେମାନେ ସେଠାରେ ଦୀର୍ଘଜୀବୀ ହେବ ନାହିଁ। Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”