ଦ୍ଵିତୀୟ ବିବରଣ 4:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)39 ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ଵସ୍ଥ ସ୍ଵର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ଵର ଅଟନ୍ତି, ଅନ୍ୟ କେହି ନାହିଁ। Gade chapit laଓଡିଆ ବାଇବେଲ39 ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଉର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି। Gade chapit laପବିତ୍ର ବାଇବଲ39 “ଏଥିପାଇଁ ତୁମ୍ଭେମାନେ ଆଜି ଏହା ଚିନ୍ତା ଓ ହୃଦୟଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ୱର ହିଁ ସ୍ୱର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କେହି ନୁହେଁ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।