ଦ୍ଵିତୀୟ ବିବରଣ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)4 ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତି ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ। Gade chapit laଓଡିଆ ବାଇବେଲ4 ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ। Gade chapit laପବିତ୍ର ବାଇବଲ4 କିନ୍ତୁ ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲେ, ତୁମ୍ଭମାନଙ୍କର ସେହି ଲୋକମାନେ ଏବେ ବଞ୍ଚିଛନ୍ତି। Gade chapit la |
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।