Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଅନନ୍ତର ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ;

Gade chapit la Kopi

ଓଡିଆ ବାଇବେଲ

41 ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।

Gade chapit la Kopi

ପବିତ୍ର ବାଇବଲ

41 ଏହା ପରେ ମୋଶା ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ତିନୋଟି ନଗର ସଂରକ୍ଷଣ କଲେ।

Gade chapit la Kopi




ଦ୍ଵିତୀୟ ବିବରଣ 4:41
7 Referans Kwoze  

ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।


ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚିପାରେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ।


ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବକାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।


Swiv nou:

Piblisite


Piblisite