Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଅର୍ଥାତ୍‍, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍‍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ଅର୍ଥାତ୍, ଅର୍ଣ୍ଣୋନ ଉପତ୍ୟକା-ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,

Gade chapit la Kopi

ଓଡିଆ ବାଇବେଲ

48 ଅର୍ଥାତ୍‍, ଅର୍ଣ୍ଣୋନ ଉପତ୍ୟକା-ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍‍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,

Gade chapit la Kopi

ପବିତ୍ର ବାଇବଲ

48 ଏହି ଦେଶ ଅରୋୟେରଠାରୁ ଅର୍ଣ୍ଣୋନ ଉପତ୍ୟକା ଧାରେ ଧାରେ ସିୟୋନ ପର୍ଯ୍ୟନ୍ତ ଅର୍ଥାତ ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ବିସ୍ତୃତ ଥିଲା।

Gade chapit la Kopi




ଦ୍ଵିତୀୟ ବିବରଣ 4:48
7 Referans Kwoze  

(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍‍ କହନ୍ତି)।


ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।


ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।


ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।


ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।


ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।


Swiv nou:

Piblisite


Piblisite