Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି?

Gade chapit la Kopi

ଓଡିଆ ବାଇବେଲ

8 ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି ?

Gade chapit la Kopi

ପବିତ୍ର ବାଇବଲ

8 ଯେଉଁସବୁ ଯଥାର୍ଥା ବିଧି ଓ ବ୍ୟବସ୍ଥା ଯେପରି ଶିକ୍ଷା ଆଦି ଦେଇଅଛି, ତାହା ତୁଲ୍ୟ କୌଣସି ଜାତିଗଣ ମଧ୍ୟରେ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 4:8
18 Referans Kwoze  

ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।


ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ। ମେମ୍‍।


ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।


ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।


ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।


ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।


ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି। କଫ।


ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ। ଶିନ୍‍।


ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହି ସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।


ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;


ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।


ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।


Swiv nou:

Piblisite


Piblisite