ଦ୍ଵିତୀୟ ବିବରଣ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର-ଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ। Gade chapit laଓଡିଆ ବାଇବେଲ14 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର-ଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ। Gade chapit laପବିତ୍ର ବାଇବଲ14 କିନ୍ତୁ ସପ୍ତମ ଦିନଟି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ, ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗଧ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବେ ନାହିଁ। ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭପରି ବିଶ୍ରାମ କରିବେ। Gade chapit la |
ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।