Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ମାତ୍ର ଆମ୍ଭେମାନେ ଏବେ କିହେତୁ ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।

Gade chapit la Kopi

ଓଡିଆ ବାଇବେଲ

25 ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା ? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।

Gade chapit la Kopi

ପବିତ୍ର ବାଇବଲ

25 କିନ୍ତୁ ଯଦି ଆମ୍ଭେମାନେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ଅଧିକ ଶୁଣୁ, ତା’ ନ ହେଲେ ଆମ୍ଭେମାନେ ମୃତ୍ୟୁବରଣ କରିବୁ। ସେହି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ୱଂସ କରିବ। ଆମ୍ଭେମାନେ ମରିବାକୁ ଗ୍ଭହୁଁ ନାହୁଁ।

Gade chapit la Kopi




ଦ୍ଵିତୀୟ ବିବରଣ 5:25
12 Referans Kwoze  

କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”


କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”


ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”


ତୂରୀଧ୍ୱନୀ ଓ ବାକ୍ୟର ଶବ୍ଦ ନିକଟକୁ ଆସି ନାହଁ, ଶ୍ରୋତାମାନେ ସେହି ଶବ୍ଦ ଶୁଣି ଯେପରି ସେମାନଙ୍କୁ ଆଉ କୌଣସି ବାକ୍ୟ କୁହା ନ ଯାଏ, ଏହା ନିବେଦନ କରିଥିଲେ;


ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”


ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।


ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।


Swiv nou:

Piblisite


Piblisite