ଦ୍ଵିତୀୟ ବିବରଣ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା, Gade chapit laପବିତ୍ର ବାଇବଲ (Re-edited) - (BSI)5 ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଛିଡ଼ା ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା, Gade chapit laଓଡିଆ ବାଇବେଲ5 ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା, Gade chapit laପବିତ୍ର ବାଇବଲ5 ସେହି ସମୟରେ, ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ କହିବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କର ଓ ତୁମ୍ଭମାନଙ୍କ ମଧ୍ୟରେ ଛିଡ଼ା ହେଲି କାରଣ ତୁମ୍ଭେମାନେ ଅଗ୍ନିକୁ ଭୟ କଲ, ଏବଂ ସେଥିପାଇଁ ତୁମ୍ଭେମାନେ ପର୍ବତ ଉପରକୁ ଗଲ ନାହିଁ। ତାଙ୍କର ବାକ୍ୟ ଏହିସବୁ, Gade chapit la |