Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।

Gade chapit la Kopi

ପବିତ୍ର ବାଇବଲ

8 “ତୁମ୍ଭେମାନେ ନିଶ୍ଚିତ ନିଜ ପାଇଁ କୌଣସି ପ୍ରତିମୂର୍ତ୍ତି ତିଆରି କରିବ ନାହିଁ, ଯାହା ତୁମ୍ଭେମାନେ ସ୍ୱର୍ଗରେ, ମର୍ତ୍ତ୍ୟରେ ଓ ପାଣି ଭିତରେ ଦେଖୁଛ। ତୁମ୍ଭେମାନେ ସେଗୁଡ଼ିକର କୌଣସି ପ୍ରତିମୂର୍ତ୍ତି ତିଆରି କର ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 5:8
7 Referans Kwoze  

ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।


ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।


“ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”


“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍‍” (ଏହିପରି ହେଉ)।


ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।


Swiv nou:

Piblisite


Piblisite