ଦ୍ଵିତୀୟ ବିବରଣ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; Gade chapit laପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; Gade chapit laଓଡିଆ ବାଇବେଲ9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; Gade chapit laପବିତ୍ର ବାଇବଲ9 ତୁମ୍ଭେମାନେ ସେମାନଙ୍କର ପୂଜା କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ। ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭକୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳ ଦାତା। Gade chapit la |