ଦ୍ଵିତୀୟ ବିବରଣ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ। Gade chapit laଓଡିଆ ବାଇବେଲ13 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ। Gade chapit laପବିତ୍ର ବାଇବଲ13 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ। Gade chapit la |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।