Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 “ତୁମ୍ଭେମାନେ ମଃସାରେ ଯେମନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କଲା ପରି, ପୁଣି ଥରେ ତୁମ୍ଭେମାନେ ତାଙ୍କୁ ପରୀକ୍ଷା କରିବା ଉଚିତ୍ ନୁହଁ।

Gade chapit la Kopi




ଦ୍ଵିତୀୟ ବିବରଣ 6:16
12 Referans Kwoze  

ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ “ମଃସା ଓ ମିରୀବାଃ ରଖିଲେ।”


ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”


ଯୀଶୁ ତାହାଙ୍କୁ କହିଲେ, “ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’”


ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।


ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର?”


ଏହିସବୁ ମିରୀବାଃ ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।


ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍‍ ଓ ଉରୀମ୍‍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।”


ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।


Swiv nou:

Piblisite


Piblisite