ଦ୍ଵିତୀୟ ବିବରଣ 6:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଆପଣା ସନ୍ତାନକୁ କହିବ, “ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; Gade chapit laପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଆପଣା ସନ୍ତାନକୁ କହିବ, ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; Gade chapit laଓଡିଆ ବାଇବେଲ21 ତୁମ୍ଭେ ଆପଣା ସନ୍ତାନକୁ କହିବ, ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; Gade chapit laପବିତ୍ର ବାଇବଲ21 ତୁମ୍ଭେମାନେ ଆପଣା ସନ୍ତାନମାନଙ୍କୁ କହିବ, ‘ଆମ୍ଭେମାନେ ମିଶରରେ ଫାରୋର ବନ୍ଧାଦାସ ଥିଲୁ, ପୁଣି ସଦାପ୍ରଭୁ ବଳବାନ୍ ହସ୍ତଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାରକରି ଆଣିଲେ। Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।