ଦ୍ଵିତୀୟ ବିବରଣ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ଵର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ। Gade chapit laଓଡିଆ ବାଇବେଲ3 ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ। Gade chapit laପବିତ୍ର ବାଇବଲ3 ତେଣୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର, ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେଉଁପରି ପ୍ରତିଜ୍ଞା କରିଛନ୍ତି; ସେହିପରି ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅଧିକ ବର୍ଦ୍ଧିଷ୍ଣୁ ହେବ। Gade chapit la |