ଦ୍ଵିତୀୟ ବିବରଣ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବ। Gade chapit laଓଡିଆ ବାଇବେଲ5 ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ। Gade chapit laପବିତ୍ର ବାଇବଲ5 ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ। Gade chapit la |
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”