Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ତୁମ୍ଭେ ଚିହ୍ନସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ତୁମ୍ଭେ ଚିହ୍ନ ସ୍ଵରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ଵୟ ମଧ୍ୟରେ ଭୂଷଣ ସ୍ଵରୂପ ହେବ।

Gade chapit la Kopi

ଓଡିଆ ବାଇବେଲ

8 ଆଉ ତୁମ୍ଭେ ଚିହ୍ନ ସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ

8 ଆଉ ତୁମ୍ଭେ ସେଗୁଡ଼ିକୁ ଚିହ୍ନ ରୂପେ ନିଜ ହସ୍ତରେ ଓ ତୁମ୍ଭ କପାଳରେ ବାନ୍ଧିବା ଉଚିତ୍।

Gade chapit la Kopi




ଦ୍ଵିତୀୟ ବିବରଣ 6:8
10 Referans Kwoze  

ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ।


ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।


ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।


ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।


ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।


ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।”


ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,


ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।


Swiv nou:

Piblisite


Piblisite