Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏ ନିମନ୍ତେ ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଓ ବିଧି ଓ ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କର।

Gade chapit la Kopi

ଓଡିଆ ବାଇବେଲ

11 ଏ ନିମନ୍ତେ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କରିବ।

Gade chapit la Kopi

ପବିତ୍ର ବାଇବଲ

11 ଏଥିପାଇଁ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଓ ବିଧି ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କର।

Gade chapit la Kopi




ଦ୍ଵିତୀୟ ବିବରଣ 7:11
7 Referans Kwoze  

“ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।


ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।


ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।


ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ।


ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।


ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।


ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।


Swiv nou:

Piblisite


Piblisite