ଦ୍ଵିତୀୟ ବିବରଣ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ସେ ତୁମ୍ଭକୁ ସ୍ନେହ କରିବେ ଓ ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ ଓ ତୁମ୍ଭ ଭୂମିଫଳ ଓ ତୁମ୍ଭ ଶସ୍ୟ ଓ ତୁମ୍ଭ ଦ୍ରାକ୍ଷାରସ ଓ ତୁମ୍ଭ ତୈଳ ଓ ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ। Gade chapit laଓଡିଆ ବାଇବେଲ13 ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ। Gade chapit laପବିତ୍ର ବାଇବଲ13 ସେ ତୁମ୍ଭକୁ ସ୍ନେହ କରିବେ, ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ। ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ ଓ ତୁମ୍ଭ ଭୂମିଫଳ ଓ ତୁମ୍ଭମାନଙ୍କର ଶସ୍ୟ ଓ ତୁମ୍ଭ ଦ୍ରାକ୍ଷାରସ ଓ ତୁମ୍ଭ ତୈଳ ଓ ତୁମ୍ଭ ଗୋରୁମାନଙ୍କ ବତ୍ସମାନଙ୍କ ସମସ୍ତଙ୍କୁ ଆଶୀର୍ବାଦ କରିବେ। Gade chapit la |
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।