ଦ୍ଵିତୀୟ ବିବରଣ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ଵରୂପ। Gade chapit laଓଡିଆ ବାଇବେଲ16 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ। Gade chapit laପବିତ୍ର ବାଇବଲ16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ। ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ। କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ। କାରଣ ତାହା ତୁମ୍ଭମାନଙ୍କ ପାଇଁ ଫାନ୍ଦ ସ୍ୱରୂପ ହେବ। Gade chapit la |
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’