ଦ୍ଵିତୀୟ ବିବରଣ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)18 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଫାରୋ ଓ ସମସ୍ତ ମିସର ପ୍ରତି ଯେ ଯେ କର୍ମ କରିଅଛନ୍ତି; Gade chapit laଓଡିଆ ବାଇବେଲ18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି; Gade chapit laପବିତ୍ର ବାଇବଲ18 ତୁମ୍ଭମାନଙ୍କର ମନେଥିବ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଫାରୋ ଓ ସମସ୍ତ ମିଶର ପ୍ରତି ଯେଉଁ କର୍ମମାନ କରିଛନ୍ତି। Gade chapit la |
ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।