ଦ୍ଵିତୀୟ ବିବରଣ 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ବର୍ଜିତ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ। Gade chapit laଓଡିଆ ବାଇବେଲ2 ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ। Gade chapit laପବିତ୍ର ବାଇବଲ2 ଯେତେବେଳେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ସେମାନଙ୍କୁ ତୁମ୍ଭ ସଦାପ୍ରଭୁ ସମର୍ପଣ କରିବେ ଏବଂ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ। ତୁମ୍ଭେ ସେମାନଙ୍କ ସହିତ କୌଣସି ସନ୍ଧି କରିବ ନାହିଁ ଅଥବା ଦୟା ଦେଖାଇବ ନାହିଁ। ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବ। Gade chapit la |
ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।