Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ, ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ ଓ ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ,

Gade chapit la Kopi

ଓଡିଆ ବାଇବେଲ

13 ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ, ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ,

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭମାନଙ୍କ ଗୋବତ୍ସ, ମେଷ, ଛେଳିର ସଂଖ୍ୟା ବର୍ଦ୍ଧିଷ୍ଣୁ ହେବ। ତୁମ୍ଭେ ପ୍ରଚୁର ପରିମାଣର ସୁନା, ରୂପା ପାଇବ। ତୁମ୍ଭମାନଙ୍କର ଯାହାସବୁ ଅଛି ତାହା ବୃଦ୍ଧି ପାଇବ।

Gade chapit la Kopi




ଦ୍ଵିତୀୟ ବିବରଣ 8:13
6 Referans Kwoze  

ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।


ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।


ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ,


ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,


Swiv nou:

Piblisite


Piblisite